ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ରାସ୍ତାପାର ହେଉଥିବା ବେଳେ ସାଇକେଲ୍‌ ଆରୋହୀଙ୍କୁ ଧକ୍କାଦେଲା ଟ୍ରକ୍‌, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

16/10/2022 at 6:37 PM

ପାଟଣା, ୧୬/୧୦: ୪୯ ନମ୍ୱର ଜାତୀୟ ରାଜପଥର ଡାବରଚୁଆ ନିକଟରେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ରସ୍ତାପାର ହେଉଥିବା ସମୟରେ ସାଇକେଲ ଆରୋହୀଙ୍କୁ ଧକ୍କା ଦେଇ ଘୋଷାରି ନେଲା ପିଆଜ ବୋଝେଇ ଟ୍ରକ୍ । ଫଳରେ ଏହି ଦୁର୍ଘଟଣାରେ ସାଇକେଲ ଆରୋହୀ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ସାଇକେଲ ଆରୋହୀ ପାଟ ଧନଞ୍ଜୟପୁର ଗ୍ରାମର ଚିନ୍ତାମଣି ମହାନ୍ତ ବୋଲି ଜଣାପଡ଼ିଥିବା ବେଳେ ତାଙ୍କୁ ଚିକିତ୍ସା ପାଇଁ କେନ୍ଦୁଝର ମେଡିକାଲରେ ଭର୍ତ୍ତି କରାଯାଇଛି ।

   Related Posts