Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ: ଲାଞ୍ଚ ନେଇ ନିଲମ୍ୱିତ ହେଲେ ରାଜସ୍ୱ ନିରୀକ୍ଷକ, କହିଥିଲେ ମୋ ମୁଣ୍ଡର ଦାମ୍‌ କଣ ୨୦୦ ଟଙ୍କା ?
  • ||
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

ଆମପାଣି ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ମାଲ୍‌ ବୋଝେଇ ଟ୍ରକ୍‌, ଚାପି ହୋଇ ଡ୍ରାଇଭର ମୃତ

6/06/2022 at 9:48 PM

ଧର୍ମଗଡ, ୦୬/୦୬: ନବରଙ୍ଗପୁର-କଳାହାଣ୍ଡି ଜିଲ୍ଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଟ୍ରକ ଓଲଟି ପଡ଼ିବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମିଳିଥିବା ସୂଚନା ଅନୁସାରେ ନବରଙ୍ଗପୁରରୁ କଳାହାଣ୍ଡି ଅଭିମୁଖେ ଆସୁଥିବା ଏକ ମାଲ ବୋଝେଇ ଟ୍ରକ ଆମପାଣି ଘାଟିର ବୁଲାଣିରେ ଭାରସାମ୍ୟ ହରାଇ ଓଲଟି ପଡିବାରୁ ଗାଡ଼ି ଭିତରେ ଚାପି ହୋଇ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି । ଅଗ୍ନିଶ୍ରମ ବାହିନୀ ଘାଟଣସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି ।

   Related Posts