Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ମୀନାବଜାର ଦେଖିବା ହେଲା କାଳ: ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କାରେ ଚାଲିଗଲା ୪ ଜୀବନ

3/11/2022 at 5:58 PM

କେନ୍ଦୁଝର, ୦୩/୧୧: କେନ୍ଦୁଝର ବଡ଼ପୋଷି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା ହୋଇଥିବା ବେଳେ ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଛି । ସମସ୍ତ ମୃତକ ପିପିଳିଆ ଗ୍ରାମର ଜଣାପଡ଼ିଥିବା ବେଳେ ସେମାନେ କାର୍‌ରେ କେନ୍ଦୁଝର ସହରକୁ ମୀନାବଜାର ଦେଖିବାକୁ ଆସୁଥିଲେ ବୋଲି ସୂଚନା ମିଳିଛି ।

   Related Posts