ମୀନାବଜାର ଦେଖିବା ହେଲା କାଳ: ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କାରେ ଚାଲିଗଲା ୪ ଜୀବନ

Published By : Prameya-News7 Bureau | November 03, 2022 IST

କେନ୍ଦୁଝର, ୦୩/୧୧: କେନ୍ଦୁଝର ବଡ଼ପୋଷି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା ହୋଇଥିବା ବେଳେ ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଛି । ସମସ୍ତ ମୃତକ ପିପିଳିଆ ଗ୍ରାମର ଜଣାପଡ଼ିଥିବା ବେଳେ ସେମାନେ କାର୍‌ରେ କେନ୍ଦୁଝର ସହରକୁ ମୀନାବଜାର ଦେଖିବାକୁ ଆସୁଥିଲେ ବୋଲି ସୂଚନା ମିଳିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.