oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ଓଲଟିଲା ଇଟା ବୋଝେଇ ଟ୍ରକ, ୭ ଶ୍ରମିକ ଆହତ, ଡାକ୍ତରଖାନାରେ ଭର୍ତ୍ତି

19/09/2022 at 7:18 PM

ହରଭଙ୍ଗା, ୧୯/୦୯: ବୌଦ୍ଧ ଜିଲ୍ଲା ହରଭଙ୍ଗାରେ ଦୁର୍ଘଟଣା । ଇଟା ବୋଝେଇ ଟ୍ରକ୍‌ ଓଲଟି ପଡ଼ିବା କାରଣରୁ ଶ୍ରମିକ ଆହତ । ସକାଳ ୧୧ଟା ସମୟରେ ବୌଦ୍ଧ ଠାରେ ଥିବା ବି.ଡି.ପି.ଏଲ ଇଟା ଫ୍ୟାକ୍ଟ୍ରିରୁ ଏକ ଟ୍ରକ ନମ୍ବର ଓଡି ୧୫ ଜି ୫୬୫୭ ରେ ସିମେଣ୍ଟ ଇଟା ନେଇ ହରଭଙ୍ଗା ଠାରେ ଏଲ.ଏଣ୍ଡ.ଟି ମେଗା ପାନୀୟ ପ୍ରକଳ୍ପକୁ ଯାଉଥିଲା। ହେଲେ ଟ୍ରକଟି ହରଭଙ୍ଗା ପୋଷ୍ଟ ଅଫିସ ନିକଟରେ ଥିବା ଏକ ମାଟି ରାସ୍ତା ଦେଇ ଯାଉଥିବା ସମୟରେ ରାସ୍ତା ଦବି ଯିବାରୁ ଟ୍ରକଟି ଭାରସାମ୍ୟ ହରାଇ ରାସ୍ତା କଡରେ ଓଲଟି ପଡିଥିଲା । ଫଳରେ ଟ୍ରକରେ ବସିଥିବା ୭ ଜଣ ଶ୍ରମିକ ଆହତ ହୋଇଥିବା ଜଣାପଡିଛି। ସ୍ଥାନୀୟ ଲୋକେ ଶ୍ରମିକମାନଙ୍କୁ ଉଦ୍ଧାର କରି ହରଭଙ୍ଗା ଡାକ୍ତରଖାନାରେ ଚିକିତ୍ସାପାଇଁ ଭର୍ତ୍ତି କରିଥିଲେ। ହରଭଙ୍ଗା ପୋଲିସ ଖବର ପାଇ ତଦନ୍ତ ଚଳାଇଥିବା ଜଣାପଡିଛି । ସୂଚନା ଥାଉକି ଏହି ରାସ୍ତା ଦେଇ ଭାରିଯାନ ଯାଇଥିବାରୁ ଏପରି ହେଇଥିବା ଜଣାପଡିଛି ।

   Related Posts