Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ରାଜ୍ୟରେ ହାରୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୨ କୋଭିଡ୍ ପଜିଟିଭ୍

28/05/2022 at 9:13 AM

ଭୁବନେଶ୍ୱର ୨୮।୦୫ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୨୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୧୬୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୭୦୯୭୦୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।   

   Related Posts