ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: କୋର୍ଟରେ ଜଜ୍‌ଙ୍କୁ ଛୁରାମାଡ ଉଦ୍ୟମ, କାବୁ କଲା ପୋଲିସ
  • ||
  • ଭୁବନେଶ୍ୱର: ICMRର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍
  • ||
  • ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି
  • ||
  • ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ
  • ||

କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ, ଦୁଇ ବେପାରୀ ଗିରଫ

21/12/2021 at 4:24 PM

ଭୁବନେଶ୍ବର ୨୧।୧୨: ବ୍ୟାପିଛି ବ୍ରାଉନସୁଗାର ବ୍ୟବସାୟର ଚେର । ରାଜ୍ୟରୁ ପୁଣି କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ କରାଯାଇଛି । ଏସଟିଏଫର ସ୍ବତନ୍ତ୍ର ଟିମ୍ ଏହି ବ୍ରାଉନସୁଗାର ଜବତ କରିଛି । ଜବତ ବ୍ରାଉନସୁଗାରର ମୂଲ୍ୟ ୧ କେଜି ୯୦ ଗ୍ରାମ୍ ହେବ ବୋଲି ଜଣାପଡିଛି ।

ଢେଙ୍କାନାଳ ଘାଟିପିରି ଗାଁରୁ ଏହି ବ୍ରାଉନସୁଗାର ଜବତ ହୋଇଛି । କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ କରିବା ସହ ଏସଟିଏଫ ଦୁଇ ଜଣଙ୍କୁ ଗିରଫ କରିଛି । ଗିରଫ ଦୁଇ ଜଣ ହେଲେ ରାକେଶ କୁମାର ସାହୁ ଏବଂ ସନ୍ତୋଷ କୁମାର ସାହୁ ।

ଉଲ୍ଲେଖଯୋଗ୍ୟ ଯେ, ୨୦୨୦ରୁ ବର୍ତ୍ତମାନ ଯାଏଁ ଏସଟିଏଫ ୪୪ କେଜି ବ୍ରାଉନସୁଗାର ଓ ୮୬ କ୍ବିଣ୍ଟାଲ ୮୧ କେଜି ଗଞ୍ଜେଇ ଜବତ କରିଛି ।

   Related Posts