ଦୁଇ ବାଇକ୍ ଧକ୍କା; ୨ ମୃତ ୩ ଗୁରୁତର
28/01/2023 at 8:31 PM

ଭଞ୍ଜନଗର ୨୮/୦୧: ଭଞ୍ଜନଗର ଥାନା ଅନ୍ତର୍ଗତ ସାହଣପଲ୍ଲୀ ପାଖରେ ସଡ଼କ ଦୁର୍ଘଟଣାରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା। ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନଥିବା ବେଳେ ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗୁରୁତରମାନେ ଭଞ୍ଜନଗର ଡାକ୍ତରଖାନାରେ ଭର୍ତି ହୋଇଛନ୍ତି l
Related Posts
କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
26 March 2023