ଅଜଣା ଗାଡି ଚାପାରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ, ମିଳିନି ପରିଚୟ

Published By : Prameya-News7 Bureau | November 16, 2023 IST

ବଡ଼ବିଲ ୧୬।୧୧: ଅଜଣା ଗାଡି ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ । କେନ୍ଦୁଝର ଟଣ୍ଟୋ ଏୟାରଷ୍ଟ୍ରିପ୍ ନିକଟରେ ଘଟିଛି ଦୁର୍ଘଟଣା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ୫୨୦ ନମ୍ବର ଜାତୀୟ ରାଜପଥ ଟଣ୍ଟୋ ଏୟାର୍ ଷ୍ଟ୍ରିପ୍ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଅଜଣା ଗାଡି ଚାପାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ତେବେ ଦୁଇ ମୃତକଙ୍କ ପରିଚୟ ମିଳିନଥିବା ବେଳେ ଘଟଣାସ୍ଥଳରେ ବଡ଼ବିଲ ପୋଲିସ ପୋଲିସ ତଦନ୍ତ ଆରମ୍ଭ କରିଛି ।

You Can Read:

wp:embed {"url":"https://www.prameyanews7.com/bjp-approached-the-governor-regarding-farmers-problems/","type":"wp-embed","providerNameSlug":"prameya-news-7"}
https://www.prameyanews7.com/bjp-approached-the-governor-regarding-farmers-problems/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.