oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ନିଆଁରେ ପୋଡି ହୋଇ ଚାଲିଗଲା ୨ଶିଶୁଙ୍କ ଜୀବନ

22/12/2019 at 6:57 PM

ନବରଙ୍ଗପୁର ୨୨।୧୨: ନିଆଁରେ ପୋଡି ହୋଇ ଚାଲିଗଲା ଦୁଇ କୋମଳମତି ଶିଶୁଙ୍କ ଜୀବନ । ନବରଙ୍ଗପୁର ଝରିଗାଁ ମଇନାପଦର ଗାଁରେ ନିଆଁରେ ପୋଡି ହୋଇ ୨ ଶିଶୁ ପ୍ରାଣ ହରାଇଛନ୍ତି ।  ମକା କିଆରୀରେ ଲାଗିଥିବା ନିଆଁରେ ପୋଡିହୋଇ ମୃତ୍ୟୁବରଣ କରିଛନ୍ତି ଶିଶୁ । ମୃତ ୨ଶିଶୁ ପବିତ୍ର ସାନ୍ତାଙ୍କର ୨ଝିଅ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରିଛି। ତେବେ ୨ଝିଅଙ୍କ ମୃତ୍ୟୁର ଖବର ଶୁଣି ପରିବାରରେ ଶୋକର ଛାୟା ଖେଳିଯାଇଛି ।  

   Related Posts