ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୩୬କୁ ବୃଦ୍ଧି

13/12/2021 at 9:56 AM

ଭୁବନେଶ୍ୱର ୧୨।୧୨: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୬ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ବରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୧୭୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୯୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୧୩୬୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୪୭୨୭୦୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts