oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୭୮କୁ ବୃଦ୍ଧି

15/01/2022 at 9:33 AM

ଭୁବନେଶ୍ୱର ୧୫।୦୧: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୮୫୬ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଜଗତସିଂହପୁର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୨୨୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୧୮୦୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୫୨୩୯୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୫୫୪୩୩୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts