ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୪୪କୁ ବୃଦ୍ଧି

19/12/2021 at 10:07 AM

ଭୁବନେଶ୍ୱର ୧୯।୧୨: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୪ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୮୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୯୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୨୪୪୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୮୨୯୬୩୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts