oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୬୬କୁ ବୃଦ୍ଧି

5/01/2022 at 10:41 AM

ଭୁବନେଶ୍ୱର ୫।୧: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଦୁଇ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ଦୁଇ ଜଣ ଖୋର୍ଦ୍ଧା ଜିଲ୍ଲାର ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୭୮୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୯୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୫୩୭୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୮୨୧୬୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts