oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୬ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ଭିଜିବ ପାର୍ବଣ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ସାନଖେମୁଣ୍ଡି: ପାଟପୁର ଥାନାରେ ୧୩୨୫ କିଲୋର ଜବତ ଗଞ୍ଜେଇ ପୋଡିଲା ପୋଲିସ
  • ||
  • UNSCରେ ରୁଷ୍‌ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିଥିଲା ଆମେରିକା, ଭୋଟିଂରୁ ବିରତ ରହିଲା ଭାରତ
  • ||
  • ସାରା ଦେଶରେ ଆରମ୍ଭ ହେଲା 5G ଯୁଗ, ୧୩ ସହରରେ ମିଳିବ ସେବା
  • ||

ପୁରୀରେ ଡବଲ୍ ଏନ୍‌କାଉଣ୍ଟର, ଦୁଇ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର

10/09/2019 at 8:03 AM

ପୁରୀ ୧୦।୯: ପୁରୀ ପୋଲିସର ଡବଲ୍‌ ଏନ୍‌କାଉଣ୍ଟର । ପୋଲିସ ଗୁଳିରେ ୨ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର ହୋଇଛନ୍ତି । ଉଭୟଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । ଦୁଇ ଅପରାଧୀ ହେଲେ ବିଶ୍ବରଞ୍ଜନ ସାହୁ ଓ ଟିକି ଖାନ୍‌ ।

ସୂଚନାଯୋଗ୍ୟ ଯେ, ପୁରୀ ବାଶେଳୀସାହି ଥାନା ଅଞ୍ଚଳରେ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ପ୍ରଥମେ ଅପରାଧୀଙ୍କ ପକ୍ଷରୁ ଗୁଳି ବିନିମୟ ହୋଇଥିଲା । ପରେ ପାଲଟା ଗୁଳି ଚାଳନା କରିଥିଲା ପୋଲିସ । ଉଭୟଙ୍କ ନାଁରେ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଛି । ଦୀର୍ଘଦିନ ହେଲା ପୋଲିସ ପାଇଁ ମୋଷ୍ଟ ୱାଣ୍ଟେଡ୍ ଥିଲେ । ବିଳମ୍ବିତ ରାତିରେ ଖବର ପାଇ ଚଢାଉ କରିବା ସମୟରେ ଗୁଳି ବିନିମୟ ହୋଇଥିଲା ।

   Related Posts