oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୬ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ଭିଜିବ ପାର୍ବଣ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ସାନଖେମୁଣ୍ଡି: ପାଟପୁର ଥାନାରେ ୧୩୨୫ କିଲୋର ଜବତ ଗଞ୍ଜେଇ ପୋଡିଲା ପୋଲିସ
  • ||
  • UNSCରେ ରୁଷ୍‌ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିଥିଲା ଆମେରିକା, ଭୋଟିଂରୁ ବିରତ ରହିଲା ଭାରତ
  • ||
  • ସାରା ଦେଶରେ ଆରମ୍ଭ ହେଲା 5G ଯୁଗ, ୧୩ ସହରରେ ମିଳିବ ସେବା
  • ||

ଆମ୍ବୁଲାନ୍ସ ଉପରେ ମାଡିଗଲା ଟ୍ରକ : ୨ମୃତ, ୨ଗୁରୁତର

22/12/2019 at 1:59 PM

ଯାଜପୁର ୨୨।୧୨: ଆମ୍ବୁଲାନ୍ସ ଉପରେ ମାଡିଗଲା ୧୦ଚକିଆ ଟ୍ରକ । ୧୬ ନମ୍ବର ଜାତୀୟ ରାଜପଥ ପାଣିକୋଇଲି ନିକଟ ବ୍ରଜନଗର ଠାରେ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଅଛନ୍ତି ।

ସୂଚନାଯୋଗ୍ୟ ଯେ, ରୋଗୀ ନେଇ ଭଦ୍ରକ ପଟୁ ଆସୁଥିବା ଏକ ଆମ୍ବୁଲାନ୍ସକୁ ଧକ୍କା ଦେଲା ୧୦ଚକିଆ ଟ୍ରକ । ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଅଛନ୍ତି । ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

   Related Posts