oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

କର୍ପୋରେଟର ପ୍ରାର୍ଥୀଙ୍କୁ ଦାଦା ବଟି ମାଗିଲେ ଯୁବକ, ବାନ୍ଧିଲା ପୋଲିସ

21/03/2022 at 12:49 PM

ଭୁବନେଶ୍ୱର୨୧।୦୩ : ଦାଦାବଟି ମାଗି ୨ ଯୁବକ ଗିରଫ । କର୍ପୋରେଟର ପ୍ରାର୍ଥୀଙ୍କୁ ବଟି ମାଗି ୨ ଯୁବକଙ୍କୁ ବାନ୍ଧିଲା କମିଶନରେଟ୍‌ ପୋଲିସ । ଗିରଫ ୨ ଅଭିଯୁକ୍ତ ହେଲେ ସୋମନାଥ ହାତୀ ଓ ଲିଟୁନା ସ୍ୱାଇଁ ବୋଲି ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି ।

ଖବର ଅନୁଯାୟୀ, ଭୁବନେଶ୍ୱରରେ ଏବେ ପୌର ନିର୍ବାଚନର ମାହୋଲ । ନିଜ ନିଜ ଅଞ୍ଚଳରେ ବିଜୟୀ ହେବା ପାଇଁ ପ୍ରାର୍ଥୀମାନେ ଜୋରଦାରରେ ଲାଗିପଡିଛନ୍ତି । କିନ୍ତୁ ଏସବୁ ଭିତରେ ଆସିଛି ଏକ ଖବର ।  ଭୁବନେଶ୍ୱର ୫୫ ନମ୍ବରର ବିଜେଡି କର୍ପୋରେଟର ପ୍ରାର୍ଥୀ ନୃପେଶ ନାୟକଙ୍କୁ କିଛି ଯୁବକ ଦାଦା ବଟି ମାଗିଥିଲେ । ଏନେଇ ନୃପେଶ ଥାନାରେ ଅଭିଯୋଗ କରିଥିଲେ । ଏହାପରେ ଲିଙ୍ଗରାଜ ଥାନା ପୋଲିସ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ୨ଜଣଙ୍କ ନାମ ସୋମନାଥ ହାତୀ ଓ ଲିଟୁନା ସ୍ୱାଇଁ  ବୋଲି ସୂଚନା ମିଳିଛି । ଏହାସହିତ ଏହି ଘଟଣାରେ ଆଉ କିଏ କିଏ ସାମିଲ ଅଛନ୍ତି । ସେନେଇ ପୋଲିସ ଛାନ୍‌ଭିନ୍‌ କରୁଛି ବୋଲି କହିଛନ୍ତି ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି ।

   Related Posts