previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟନା : ନୀତୀଶ କୁମାରଙ୍କ ଅଷ୍ଟମ ପାଳି, ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ
  • ||
  • ରାଜ୍ୟରେ କମିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୫୩ କୋଭିଡ୍ ପଜିଟିଭ୍
  • ||
  • ବ୍ରହ୍ମପୁର: ଗଞ୍ଜେଇ ଚାଲାଣ ବେଳେ ଧରାପଡିଲା ସୁନା ତସ୍କରୀ, ୨୦ ସୁନା ବିସ୍କୁଟ ଜବତ
  • ||
  • ସୋର : ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍, ୩୦ରୁ ଅଧିକ ଆହତ
  • ||

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଦୁଇ ଗୁରୁତର

21/08/2020 at 4:08 PM

ରାଇରଙ୍ଗପୁର ୨୧।୮: ମୟୁରଭଂଜ ଜିଲ୍ଲା ରାଇରଙ୍ଗପୁର ଟାଉନ ଥାନା ଯଶୋଦା ପେଟ୍ରୋଲ ପମ୍ପ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ଉଭୟ ବାଇକ୍ ଆରୋହୀ ଗୁରୁତର ହୋଇଛନ୍ତି । ଉଭୟଙ୍କୁ ରାଇରଙ୍ଗପୁର ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।

ଟ୍ରାଫିକ୍ ସମସ୍ୟା ଯୋଗୁଁ ରାଇରଙ୍ଗପୁର ସହରରେ ପ୍ରତ୍ୟେକ ଦିନ ଛୋଟ ବଡ ଦୁର୍ଘଟଣାମାନ ଘଟୁଥିଲେ ମଧ୍ୟ ସେଥିପ୍ରତି ପ୍ରଶାସନର ନିଘାନାହିଁ ।

   Related Posts