Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଭଦ୍ରକ : ୩ ଦିନ ହେଲା ନିଖୋଜ ଥିଲେ, ନଦୀରୁ ମିଳିଲା ଯୁବକଙ୍କ ମୃତଦେହ
  • ||
  • କେନ୍ଦୁଝର : ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା କାର୍
  • ||
  • ବିନିକା : ଶେଷ ଦିନରେ ବି ପ୍ରଶ୍ନପତ୍ର ଭାଇରାଲ୍, ପରୀକ୍ଷା ପୂର୍ବରୁ ମୋବାଇଲ୍‌ରୁ ମୋବାଇଲ୍‌କୁ ଘୂରିବୁଲିଥିଲା
  • ||
  • ଭୁବନେଶ୍ବର : କୌଣସି ପ୍ରଶ୍ନପତ୍ର ଭାଇରାଲ୍ ହୋଇନି : ଗଣଶିକ୍ଷା ମନ୍ତ୍ରୀ
  • ||
  • ଖଲ୍ଲିକୋଟ : ଅଟୋକୁ ପଛପଟୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଡ୍ରାଇଭରଙ୍କ ସମେତ ୪ ଆହତ
  • ||
  • ଭୁବନେଶ୍ବର : ଆସନ୍ତା ୩ ତାରିଖରୁ ମାଟ୍ରିକ୍ ଖାତା ଦେଖା, ଅପ୍ରେଲ ଶେଷ ସୁଦ୍ଧା ପ୍ରକାଶ ପାଇବ ଫଳ
  • ||
  • ଭୁବନେଶ୍ୱର: ସରିଗଲା ମାଟ୍ରିକ୍ ପରୀକ୍ଷା, ଶେଷ ଦିନରେ ସବଜେକ୍ଟ୍ ଥିଲା ମ୍ୟାଥମାଟିକ୍ସ
  • ||
  • ଭୁବନେଶ୍ୱର : ପଶ୍ଚିମା ଝଡ଼ର ପ୍ରଭାବ, ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ବର୍ଷା
  • ||

ରାଉରକେଲାରେ ଡବଲ ମର୍ଡର, ପଥରରେ ଛେଚି ନିର୍ମମ ହତ୍ୟା

4/02/2023 at 6:28 PM

ରାଉରକେଲା ୦୪/୦୨: ରାଉରକେଲାରେ ଦୁଇ ଜଣଙ୍କୁ ବିଭତ୍ସ ହତ୍ୟା। ଅଭିଯୁକ୍ତମାନେ ମୃତକଙ୍କୁ ପଥରରେ ଛେଚି ନିର୍ମମ ଭାବେ ହତ୍ୟା କରିଛନ୍ତି। ଫର୍ଟିଲାଇଜର କଲୋନିରେ ଏପରି ଅଘଟଣ ହୋଇଥିବା ଜଣାପଡ଼ିଛି। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ଥିଲା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

   Related Posts