oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୧୧ କୋଭିଡ୍ ପଜିଟିଭ୍
  • ||
  • ଲମତାପୁଟ : କାରରୁ ୮ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର
  • ||
  • ଭୁବନେଶ୍ୱର : ବର୍ଷାରେ ଭିଜିବ ଦଶହରା, ୨ରେ ଆସୁଛି ଆଉ ଏକ ଲଘୁଚାପ !
  • ||

ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୫୫କୁ ବୃଦ୍ଧି

28/12/2021 at 10:07 AM

ଭୁବନେଶ୍ୱର ୨୮।୧୨: ରାଜ୍ୟରେ ଉପର ତଳ ହେଉଛି ସଂକ୍ରମଣ ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୧୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୪୧୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୪୦୯୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୩୩୫୬୫୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts