previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ମୟୂରଭଞ୍ଜ ଯିବେ ମୁଖ୍ୟମନ୍ତ୍ରୀ, ବୃହତ ଜଳସେଚନ ପ୍ରକଳ୍ପର କରିବେ ଲୋକାର୍ପଣ
  • ||
  • ବିପୁଳ ପରିମାଣର କାଠ ଜବତ, ବିଳମ୍ବିତ ରାତିରେ ହେଉଥିଲା ଚାଲାଣ
  • ||
  • କାଶ୍ମୀର ଘାଟି ଅଶାନ୍ତ, ପୁଣି ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା କଲେ ଆତତାୟୀ
  • ||
  • ଆଣବିକ ଦସ୍ତାବିଜ ପାଇଁ ଟ୍ରମ୍ପଙ୍କ ଘରେ ହୋଇଥିଲା ଚଢଉ : ସାମ୍ନାକୁ ଆସିଲା ବଡ ତଥ୍ୟ
  • ||
  • ଭାରତ ବିପକ୍ଷ ସିରିଜ୍ ପୂର୍ବରୁ ଦମ୍ ଦେଖାଇଲା ଜିମ୍ବାଓ୍ୱେ, ଟିମ୍ ଇଣ୍ଡିଆକୁ କଲା ସତର୍କ
  • ||

ବଜ୍ରାଘାତରେ ଦୁଇ ମୃତ, ୩ ଆହତ

1/09/2020 at 3:53 PM

ଜଳେଶ୍ବର ୧।୯: ବାଲେଶ୍ଵର ଜିଲ୍ଲା ଭୋଗରାଇ ଥାନା ଅନ୍ତର୍ଗତ କାଉବଣୀରେ ବଜ୍ରାଘାତରେ ମହିଳାଙ୍କ ମୃତ୍ୟୁ ହୋଇଛି । ତେବେ ମହିଳା ଜଣଙ୍କ ଘରେ କାମ କରୁଥିବା ସମୟରେ  ବଜ୍ରପାତ ହୋଇଥିଲା ଫଳରେ ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ହୋଇଥିଲା ।

ସେପଟେ ବିଲରେ କାମ କରୁଥିବା ସମୟରେ ବଜ୍ରାଘାତରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ଜଳେଶ୍ବର ଥାନା ଅନ୍ତର୍ଗତ ଲକ୍ଷ୍ମଣନାଥରେ କାକୁଡି ବିଲରେ କାମ କରୁଥିବା ସମୟରେ ବଜ୍ରପାତ ହୋଇଥିଲା । ଗୁରୁତରଙ୍କୁ ପ୍ରଥମେ ଜଳେଶ୍ବର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

   Related Posts