ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

କାଳିଆପଡା ଘାଟିରେ ଟ୍ରକ୍ ଓ ଟ୍ରାକ୍ଟର ଧକ୍କା : ୨ ମୃତ, ୨ ଗୁରୁତର

11/12/2020 at 9:15 AM

ରାୟଗଡା ୧୧।୧୨: ରାୟଗଡା ଜିଲ୍ଲା ଟିକିରି ଥାନା ଅନ୍ତର୍ଗତ କାଳିଆପଡା ଘାଟିରେ ଟ୍ରକ୍ ଓ ଟ୍ରାକ୍ଟର ମଧ୍ୟରେ ଧକ୍କା ହୋଇ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଟ୍ରାକ୍ଟର ଡ୍ରାଇଭର ଓ ଜଣେ ଶ୍ରମିକ ରହିଛନ୍ତି । ସେମାନଙ୍କ ପରିଚୟ ମିଳିପାରିନାହିଁ ।

ସୂଚନାଯୋଗ୍ୟ ଯେ, ଗୁରୁବାର ସନ୍ଧ୍ୟାରେ ଏକ ଟ୍ରାକ୍ଟର କାଳିଆପଡା ଘାଟିରେ ଦୁର୍ଘଟଣା ହୋଇଥିଲା । ଉକ୍ତ ଟ୍ରାକ୍ଟର ଶୁକ୍ରବାର ସକାଳୁ ଉଠାଇବା ସମୟରେ ଆଉ ଏକ ଟ୍ରାକ୍ଟର ଓ ଟ୍ରକ୍ ମଧ୍ୟରେ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଟିକିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ କାଶୀପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପଠାଇଛି । ଏହି ଦୁର୍ଘଟଣାରେ ଅନ୍ୟ ଦୁଇ ଜଣ ଆହତ ମଧ୍ୟ ହୋଇଛନ୍ତି ।

   Related Posts