Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ମେରାଇନ୍‌ ଡ୍ରାଇଭ୍‌ରେ ସିରିଜ୍‌ ଦୁର୍ଘଟଣା, ୨ ମୃତ

12/02/2023 at 11:22 AM

ପୁରୀ ୧୨।୦୨ : ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭ୍‌ରେ ସିରିଜ୍‌ ଦୁର୍ଘଟଣା । ଟ୍ରାଭେରା-ବାଇକ-ଅଟୋ ମଧ୍ୟରେ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଅଧିକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ପୁରୀ ମେରାଇନ୍‌ ଡ୍ରାଇଭ୍‌ରେ ଥିବା ଘନଶ୍ୟାମ ହେମଲତା ଇଞ୍ଜିନିୟରିଂ କଲେଜ ନିକଟରେ ଦୁର୍ଘଟଣା ଘଟିଛି । ଟ୍ରାଭେରା-ବାଇକ୍‌-ଅଟୋ ମଧ୍ୟରେ ସିରିଜ୍‌ ଦୁର୍ଘଟଣା ଘଟିଥିଲା । ଯେଉଁଥିରେ ୧୫ରୁ ଅଧିକ ଲୋକେ ଆହତ ହୋଇଥିଲେ । ସେମାନଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବାକି ଆହତଙ୍କୁ ଚିକିତ୍ସା ଜାରି ରହିଛି ।

   Related Posts