oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

ଟ୍ରକ୍ ଓ ବାଇକ୍ ଧକ୍କା : ୨ ମୃତ, ଜଣେ ଗୁରୁତର

24/12/2021 at 6:07 PM

ରାୟଗଡା ୨୪।୧୨: ରାୟଗଡା ଜିଲ୍ଲା କୁମ୍ଭିକଟା ଫାଣ୍ଡି ଅନ୍ତର୍ଗତ ଗୁମା ଘାଟିରେ ଦୁର୍ଘଟଣା । ଟ୍ରକ୍ ଓ ବାଇକ୍ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି ।  ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ କାଶୀପୁର ବ୍ଲକର ଶଙ୍କର ମାଝୀ ଓ ତୁରଲା ଖମନ।  ଆହତ ବ୍ୟକ୍ତି ହେଲେ ନିରଞ୍ଜନ ଭୋଇ । ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

   Related Posts