oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
  • ||
  • ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌
  • ||
  • ଅରୁଣାଚଳ ପ୍ରଦେଶ: ତଓ୍ୱାଙ୍ଗରେ ସେନା ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ଘରେ ଚାଲିଥିଲା ଗ୍ରୀଲ୍ ବସାଇବା କାମ, ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳା ଏବଂ ମିସ୍ତ୍ରୀଙ୍କ ମୃତ୍ୟୁ

11/08/2021 at 4:21 PM

ସାନଖେମୁଣ୍ଡି ୧୧।୮: ବିଦ୍ୟୁତ ସଂସ୍ପର୍ଶରେ ଆସି ଦୁଇ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ସୁନ୍ଦୁରିଆପଡା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଘରକାମ କରିବା ବେଳେ ବିଦ୍ୟୁତ ସଂସ୍ପର୍ଶରେରେ ଆସିଥିବା ସୂଚନା ମିଳିଛି । ଚିକିତ୍ସା ପାଇଁ ସମସ୍ତଙ୍କୁ ଆସିକା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ସେଠାରେ ଦୁଇ ଜଣଙ୍କୁ ମୃତ ଘୋଷଣା କରିଛନ୍ତି ।

ମୃତକମାନେ ହେଲେ ୫୦ ବର୍ଷ ବୟସ୍କା ଝୁନୁ ଗୌଡ଼ ଓ ଆଠଗଡ଼ ଗ୍ରାମର ମିସ୍ତ୍ରୀ ୨୭ ବର୍ଷୀୟ ଗୋପାଳ ବେହେରା । ବୁଧବାର ସୁନ୍ଦୁରିଆପଡା ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଗ୍ରୀଲ୍ ବସାଇବା କାମ ଚାଲିଥିବା ବେଳେ ଘରକୁ ଆସିଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଅଘଟଣ ଘଟିଛି ବୋଲି ସୂଚନା ମିଳିଛି ।

   Related Posts