oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
  • ||
  • ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌
  • ||
  • ଅରୁଣାଚଳ ପ୍ରଦେଶ: ତଓ୍ୱାଙ୍ଗରେ ସେନା ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ଭିନ୍ନ ଭିନ୍ନ ସ୍ଥାନରୁ ୨ଟି ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

5/01/2022 at 10:28 AM

ବଡବିଲ ୫।୧: ବଡ଼ବିଲ ଥାନା ପୋଲିସ ଦୁଇଟି ସ୍ଥାନରୁ ଦୁଇଟି ମୃତଦେହ ଉଦ୍ଧାର ହୋଇଛି । ବଡ଼ବିଲ ପୁରୁଣା ବସଷ୍ଟାଣ୍ଡ ପଛପଟ ରେଳ ଧାରଣା ନିକଟରୁ ସଞ୍ଜୟ ସିଂ ନାମକ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ସଞ୍ଜୟଙ୍କ ନିଜ ଘର ଝାଡ଼ଖଣ୍ଡ ହଜାରିବାଗ ଜିଲ୍ଲା ଦେଓକୋଳି ଗ୍ରାମରେ ଏବଂ ସେ ବଡ଼ବିଲରେ ରହି ଗାଡ଼ି ଚାଳକ ଭାବେ କାମ କରୁଥିଲେ । ସଞ୍ଜୟଙ୍କ ମୃତ୍ୟୁ କିପରି ହେଲା ତାହା ଜଣାପଡ଼ିନି।

ସେହିପରି ଶାନ୍ତବାହାଳ ନିକଟସ୍ଥ କାରୋ ନଦୀରୁ ଆଉ ଏକ ମୃତଦେହ ଉଦ୍ଧାର କରିଛି ପୋଲିସ । ନଦୀରେ ଶବ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ବଡ଼ବିଲ ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ମୃତକ ଜଣଙ୍କ ହେଲେ ବଡ଼ବିଲ ଥାନା ଇନ୍ଦିରା କଲୋନୀ ଝୁମ୍ପୁଡ଼ି ବସ୍ତିର ରାମଚନ୍ଦ୍ର ସାଣ୍ଡିଲ । ଶୁକ୍ରବାର କାରୋ ନଦୀକୁ ଗାଧୋଇବାକୁ ଯାଇ ଆଉ ଘରକୁ ଫେରି ନଥିଲେ ରାମଚନ୍ଦ୍ର । ପାଣିରେ ବୁଡି ତାଙ୍କର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି।  ବଡ଼ବିଲ ପୋଲିସ ଦୁଇଟି ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ କରାଇ ଅଧିକ ତଦନ୍ତ ଚଳାଇଛି ।

   Related Posts