AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଲବାଣୀ: ଗୋଛାପଡା ପୋଲିସକୁ ସଫଳତା, କ୍ୱିଣ୍ଟାଲରୁ ଅଧିକ ଗଂଜେଇ ଜବତ
  • ||
  • ଭୁବନେଶ୍ୱର: ରାଜଧାନୀରେ କଙ୍ଗାରୁକୋର୍ଟ, ଯୁବତୀଙ୍କୁ ଖୁଣ୍ଟରେ ବାନ୍ଧି ମାଡ଼
  • ||
  • ପ୍ରକାଶ ପାଇଲା ଜେଇଇ (ମେନ୍‌) ସେସନ-୧ ରେଜଲ୍ଟ, ଓ୍ୱେବସାଇଟ୍‌ରେ ଦେଖିପାରିବେ ଛାତ୍ରଛାତ୍ରୀ
  • ||
  • ଫେବୃୟାରୀରେ ଅଧିକ ରହିବ ତାପମାତ୍ରା, ଜଳବାୟୁ ଶୁଷ୍କ ଥିବାରୁ ଜଙ୍ଗଲରେ ଲାଗୁଛି ନିଆଁ
  • ||

ଗଜପତି ଆର.ଉଦୟଗିରିରେ କୂଅରେ ପଡି ୨ ଭଉଣୀଙ୍କ ମୃତ୍ୟୁ

29/09/2018 at 9:04 AM

ଗଜପତି ୨୯|୯: ଗଜପତି ଜିଲ୍ଲା ମୋହନା ଆର.ଉଦୟଗିରି ଛେଳିଗଡ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । କୂଅରେ ପଡି ୨ ଭଉଣୀଙ୍କ ମୃତ୍ୟୁ ହୋଇଛି । ଛେଳିଗଡ ଗାଁର ପ୍ରମୋଦ ଆଚାରୀଙ୍କ ଝିଅ ସ୍ବପ୍ନା ଏବଂ କିରଣଙ୍କର ମୃତ୍ୟୁ ହୋଇଛି । ଘର ପଛ ପଟ ଏକ କୂଅରୁ ଉଭୟଙ୍କର ମୃତଦେହ ଉଦ୍ଧାର ହୋଇଛି । ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ଜଣାପଡିନାହିଁ । ତେବେ ପାରିବାରିକ ଅଶାନ୍ତି ଓ ପ୍ରେମ ସମ୍ପର୍କକୁ ନେଇ ଉଭୟ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ତଦନ୍ତ ଚଳାଇଛି ।

   Related Posts