ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ଆଶ୍ରମ ବିଦ୍ୟାଳୟରେ ଦୁଇ ଦିନରେ ଦୁଇ ଛାତ୍ରଙ୍କ ମୃତ୍ୟୁ, ଚିକିତ୍ସିତ ହେଉଛନ୍ତି ଆହୁରି ୧୨ ଜଣ

31/08/2022 at 10:51 AM

ମାଲକାନଗିରି ୩୧।୮: ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ ଅନ୍ତର୍ଗତ କୋଲାଗଣ୍ଡା ଆଶ୍ରମ ବିଦ୍ୟାଳୟରେ ଦୁଇ ଦିନରେ ଦୁଇ ଛାତ୍ରଙ୍କ ମୃତ୍ୟୁ । ମଙ୍ଗଳବାର ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ବୁଧବାର ଜଣେ ୮ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଛି । ଛାତ୍ରମାନଙ୍କ ଗୋଡ ହାତ ଫୁଲି ଯାଇ ସେମାନଙ୍କ ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଛି । ଶରୀର ଅସୁସ୍ଥ ହେବା ପରେ ବିଦ୍ୟାଳୟ ପକ୍ଷରୁ ଚିକିତ୍ସା ବ୍ୟବସ୍ଥା କରାଯାଇଛି ତଥାପି ଦୁଇ ଛାତ୍ରଙ୍କ ମୃତ୍ୟୁକୁ ନେଇ ଏବେ ନାନା ପ୍ରଶ୍ନ ସୃଷ୍ଟି ହୋଇଛି । ବର୍ତ୍ତମାନ ଆହୁରି ୧୨ଜଣ ଛାତ୍ରଛାତ୍ରୀ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିସ୍ୟାଳୟରେ ଚିକିତ୍ସିତ ହେଉଛନ୍ତି ।

   Related Posts