ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡାଇବା ଘଟଣା : ଅପଲୋଡ ଭିଡିଓ ଡିଲିଟ୍‌ କଲେ ୟୁଟ୍ୟୁବର, ଆଉ ହାତଯୋଡି କ୍ଷମା ବି ମାଗିଲେ…
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

ଛେଳି ଚରାଇବାକୁ ଯାଇଥିଲେ, ଭାଲୁ ହାବୁଡ଼ାରେ ପଡି ଯୁବକ ଗୁରୁତର

17/11/2022 at 11:55 AM

ଉଦଳା ୧୭।୧୧ : ଭାଲୁ ଆକ୍ରମଣରେ ଯୁବକ ଗୁରୁତର । ଜେମାଦାର ସିଂହଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।  ମୟୁରଭଞ୍ଜ ଜିଲ୍ଲା ଶରତ ଥାନା ପୂର୍ଣ୍ଣଚନ୍ଦ୍ରପୁର ଗାଁରେ ଏମିତି କିଛି ଘଟଣା ଦେଖିବାକୁ ମିଳିଛି ।

ଖବର ଅନୁଯାୟୀ, ଜେମାଦାର ସିଂ ଛେଳି ଚରାଇବାକୁ ଗାଁ ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ । ଛେଳି ଚରାଉଥିବା ବେଳେ ହଠାତ ଏକ ଭାଲୁ ଆକ୍ରମଣ କରିଥିଲା । ଭାଲୁଟି ଜେମାଦାରଙ୍କ ହାତକୁ କାମୁଡି ଦେଇଥିବା ବେଳେ ସେ ଗୁରୁତର ହୋଇପଡ଼ିଥିଲେ । ଘଟଣା ବାବଦରେ ପରିବାର ଲୋକେ ଜାଣିବା ପରେ ଜେମାଦାରଙ୍କୁ  ଶରତ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଉଦଳା ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। କେବଳ ହାତ ନୁହେଁ ଶରୀରର ଅନେକ ସ୍ଥାନରେ ଭାଲୁ ଆକ୍ରମଣରେ ଗଭୀର କ୍ଷତ ହୋଇଥିବା ଜଣାପଡିଛି ।

   Related Posts