oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ଭଞ୍ଜବିହାର କ୍ୟାମ୍ପସ୍‌ରେ ବାଘ ! ଭୟଭୀତ ଛାତ୍ରଛାତ୍ରୀ ଓ ସ୍ଥାନୀୟ ଲୋକେ, ବନ ବିଭାଗର ପାଟ୍ରୋଲିଂ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୨ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଉଗ୍ରରୂପ ରୂପ ନେଲା ପାରିବାରିକ କଳହ, ଜୀବନ ହାରିଦେଲେ ଜିଲ୍ଲା ପରିଷଦ ସଭ୍ୟ
  • ||
  • ୫ ଦୋକାନ ଉପରେ ଚଢିଗଲା ସାର ବୋଝେଇ ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ୧୪ କର୍ମଚାରୀ
  • ||
  • ପୂଜାରେ ଭିଜିବ ପାର୍ବଣ, ଲଘୁଚାପ ପ୍ରଭାବରେ ୨୬ରୁ ୨୯ ଯାଏ ନିର୍ଦ୍ଧୁମ ଛେଚିବ
  • ||

ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟକୁ ୟୁଜିସି ମାନ୍ୟତା, ଖୁବ୍‌ଶୀଘ୍ର ମିଳିବ କେନ୍ଦ୍ରୀୟ ଅନୁଦାନ

13/10/2021 at 4:03 PM

ଭୁବନେଶ୍ବର ୧୩।୧୦: କଟକ ସ୍ଥିତ ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟକୁ ୟୁଜିସି ମାନ୍ୟତା । ୟୁଜିସି ଅଧିନିୟମ ୧୯୫୬, ଧାରା ୨(ଏଫ୍) ଅନୁଯାୟୀ ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି) ବିଶ୍ବବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ବବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି । ୟୁଜିସି ଅଧିନିୟମ ୧୯୫୬, ଧାରା ୧୨(ବି) ଅନୁସାରେ ଏହି ବିଶ୍ବବିଦ୍ୟାଳୟ ଖୁବ୍ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ । ଟ୍ବିଟ୍ କରି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ସୂଚନା ଦେଇଛନ୍ତି ।

ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଏହା ନିଶ୍ଚିତ ଭାବରେ ଓଡ଼ିଶାର ଆଇନ ବିଦ୍ୟାର୍ଥୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବ । ଏହାସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିସମ୍ପନ୍ନ ଜାତୀୟ ଶିକ୍ଷା ନୀତି ଅନୁସାରେ ଛାତ୍ରଛାତ୍ରୀଙ୍କୁ ନୂଆ ପରିଚୟ ଦେବ । ରାଜ୍ୟରେ ଆଇନ ଶିକ୍ଷାର ମାନ ବଢ଼ାଇବ ବୋଲି ଆଶା କରୁଛି ।

   Related Posts