ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

କକା ଏବଂ ଖୁଡିଙ୍କୁ ଶାବଳ ଭୁସି ହତ୍ୟାକଲା ପୁତୁରା, ଜଘନ୍ୟ କାଣ୍ଡ ପରେ ଥାନାରେ ଆତ୍ମସମର୍ପଣ କଲା ଅଭିଯୁକ୍ତ

24/08/2021 at 7:50 PM

ରାଇରଙ୍ଗପୁର ୨୪/୦୮ : ରାଇରଙ୍ଗପୁର ଅନ୍ତର୍ଗତ ତିରିଂ ଥାନା ଦେଉରାଡିହି ଗାଁରେ ଅଭାବନୀୟ ଘଟଣା ଘଟିଛି । ପାରିବାରିକ କଳହକୁ ନେଇ ପୁତୁରାର ଶାବଳ ମାଡରେ କକା ଏବଂ ଖୁଡିଙ୍କର ମୃତ୍ୟୁ ଘଟିଛି । ଜଘନ୍ୟ କାଣ୍ଡ ଘଟାଇବା ପରେ ଅଭିଯୁକ୍ତ ପୁତୁରାଜଣକ ଆତ୍ମସମର୍ପଣ କରିଥିବା ଜଣାପଡିଛି । ରାଇରଙ୍ଗପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହିତ ଅଧିକ ତଦନ୍ତ ଜାରି ରଖିଛି ।

   Related Posts