AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡା:୮ ଦିନ ପରେ ବି ନବ ଦାସଙ୍କ ହତ୍ୟା ଘଟଣାରେ ପୋଲିସର ହାତ ଖାଲି
  • ||
  • ଭୂକମ୍ପରେ ଥରିଲା ତୁର୍କୀ, ରିକ୍ଟର ସ୍କେଲରେ ୭.୮ର ତ୍ରୀବତା ରେକର୍ଡ
  • ||

ଜୁନିୟର ମହିଳା ବିଶ୍ୱକପ୍‌ ଲୋଗୋ ଉନ୍ମୋଚିତ, କଳିଙ୍ଗ ଷ୍ଟାଡିୟମ୍‌ରେ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

10/09/2022 at 11:47 AM

ଭୁବନେଶ୍ୱର ୧୦।୦୯ : ଜୁନିୟର ମହିଳା ବିଶ୍ୱକପ୍‌ ଲୋଗୋ ଉନ୍ମୋଚିତ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକ । ଏଥିଲାଗି ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି ।

ଖବର ଅନୁଯାୟୀ, ଅଣ୍ଡର-୧୭ ମହିଳା ଫୁଟବଲ୍ ବିଶ୍ବକପ୍ ର ମ୍ୟାଚ ଭୁବନେଶ୍ବର, କୋଲକାତା ଏବଂ ଅହମ୍ମଦାବଦରେ ଖେଳାଯିବ । କଳିଙ୍ଗ ଷ୍ଟାଡିୟମରେ ଅକ୍ଟୋବର ୧୧ରେ ଉଦଘାଟନୀ ମ୍ୟାଚ ଖେଳାଯିବ । ଏହାପରେ ୧୪ ଏବଂ ୧୭ରେ ମଧ୍ୟ କଳିଙ୍ଗ ଷ୍ଟାଡିୟମରେ ଫିଫା ବିଶ୍ବକପ୍ ମ୍ୟାଚ୍ ଅନୁଷ୍ଠିତ ହେବ । ମ୍ୟାଚକୁ ଷ୍ଟାଡିୟମରେ ବସି ଦେଖିପାରିବେ ଦର୍ଶକ । ଚଳିତ ମାସ ଶେଷ ଆଡ଼କୁ ଟିକେଟ ବିକ୍ରି ଆରମ୍ଭ ହେବ । ଏହାପୂର୍ବରୁ ଶନିବାର କଳିଙ୍ଗ ଷ୍ଟାଡିୟମରେ ଜୁନିୟର ମହିଳା ବିଶ୍ୱକପ୍‌ ଲୋଗୋ ଉନ୍ମୋଚିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

   Related Posts