oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘବାଲ କରୋନା ପଜିଟିଭ, ଏମ୍ସରେ ଭର୍ତ୍ତି

8/08/2020 at 9:29 PM

ନୂଆଦିଲ୍ଲୀ ୦୮/୦୮ : କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘବାଲଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି | କେନ୍ଦ୍ରମନ୍ତ୍ରୀ ମେଘବାଲଙ୍କ ପୂର୍ବରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ରୀୟ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ | କେନ୍ଦ୍ରୀୟ ଭାରି ଉଦ୍ୟୋଗ ରାଜ୍ୟମନ୍ତ୍ରୀ ଅର୍ଜୁନ ରାମ ମେଘବାଲ ମଧ୍ୟ କରୋନା ସଂକ୍ରମଣର ଶିକାର ହୋଇଛନ୍ତି | ତାଙ୍କୁ ଏମ୍ସ ଟ୍ରଉମା ସେଣ୍ଟରରେ ଭର୍ତ୍ତି କରାଯାଇଛି | ସେ ରାଜସ୍ଥାନ ଵିକନେତ୍ର ଲୋକସଭା ସାଂସଦ ଅଛନ୍ତି |

   Related Posts