ପରଜଙ୍ଗ ଓ କଙ୍କଡାହାଡରେ ଗ୍ରୀଡ୍ ସବ୍ ଷ୍ଟେସନ ପାଇଁ ଶକ୍ତି ମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର ୧୨।୭: ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ କଙ୍କଡାହାଡ ବ୍ଲକରେ ନିରନ୍ତର ବିଜୁଳି ଯୋଗାଣ ପାଇଁ ପୃଥକ ପୃଥକ ଗ୍ରୀଡ୍ ସବ୍ ଷ୍ଟେସନ ସ୍ଥାପନ କରିବାକୁ ଓଡ଼ିଶା ସରକାରଙ୍କ ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କୁ ପତ୍ର ଲେଖିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  କେନ୍ଦ୍ରମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ପରଜଙ୍ଗ ବ୍ଲକରେ ପ୍ରାୟ ୨ ଲକ୍ଷ ଏବଂ କଙ୍କଡାହାଡ ବ୍ଲକରେ ପ୍ରାୟ ୧ ଲକ୍ଷରୁ ଉର୍ଦ୍ଧ୍ୱ … Continue reading ପରଜଙ୍ଗ ଓ କଙ୍କଡାହାଡରେ ଗ୍ରୀଡ୍ ସବ୍ ଷ୍ଟେସନ ପାଇଁ ଶକ୍ତି ମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ