ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ଓଡ଼ିଶାରେ କେନ୍ଦ୍ର ପେଟ୍ରୋଲିୟମ ରାଷ୍ଟ୍ରମନ୍ତ୍ରୀ, ବିକାଶରେ କେନ୍ଦ୍ରମନ୍ତ୍ରୀଙ୍କ ଅବଦାନକୁ ପ୍ରଶଂସା

20/08/2021 at 1:34 PM

ଭୁବନେଶ୍ୱର ୨୦/୦୮: ଓଡ଼ିଶାରେ କେନ୍ଦ୍ର ପେଟ୍ରୋଲିୟମ ରାଷ୍ଟ୍ରମନ୍ତ୍ରୀ ରାମେଶ୍ବର ତେଲି । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଭୁବନେଶ୍ୱର ଜିଲ୍ଲା ବିଜେପି ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ପରେ ସେ ଭୁବନେଶ୍ବର ଠାରେ ନବନିର୍ମିତ ସ୍କିଲ ଡେଭେଲପମେଣ୍ଟ କେନ୍ଦ୍ରର ଉଦଘାଟନ କରିବାର କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହାସହ ଆଇସିଟିର ଭୂମି ପୂଜନ କାର୍ଯ୍ୟକ୍ରମରେ ମଧ୍ୟ ଯୋଗ ଦେବେ ।

ତେବେ ଏହି ଅବସରରେ ଓଡିଶାର ବିକାଶ କ୍ଷେତ୍ରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନକୁ ପ୍ରଶଂସା କଲେ । ଅନ୍ୟପଟେ ତୈଳ ଦର ଵୃଦ୍ଧି ପ୍ରସଙ୍ଗରେ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି ମନ୍ତ୍ରୀ । ସେ କହିଛନ୍ତି, ଆନ୍ତର୍ଜାତିକ ବଜାର ସହିତ ତେଲ ଦର ବୃଦ୍ଧିର ସମ୍ପର୍କ ରହିଥିବା ବେଳେ ରାଜ୍ୟରେ ଟିକସ ବୃଦ୍ଧି ତୈଳ ଦର ବୃଦ୍ଧିର ଅନ୍ୟ ଏକ କାରଣ ବୋଲି ରାମେଶ୍ୱର ତେଲି କହିଛନ୍ତି ।

   Related Posts