WhatsApp Image 2023-12-03 at 20.27.35 (1)
WhatsApp Image 2023-12-03 at 20.27.35
WhatsApp Image 2023-12-03 at 20.27.36 (1)
WhatsApp Image 2023-12-03 at 20.27.36
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଖୋଲିବ ୧ ନମ୍ବର ହାଟ, ବିଏମସି ସହ ଆଲୋଚନା ପରେ ହାଟ ବ୍ୟବସାୟୀ ସଂଘର ସୂଚନା

3/10/2023 at 9:41 PM

ଭୁବନେଶ୍ବର: ବୁଧବାର ଖୋଲିବ ୟୁନିଟ-୧ ହାଟ । ବିଏମସି ସହ ଆଲୋଚନା ପରେ ୧ ନମ୍ବର ହାଟ ବ୍ୟବସାୟୀ ସଂଘ ତରଫରୁ ଏହି ସୂଚନା ଦିଆଯାଇଛି। ସୂଚନାଥାଉକି, ପାର୍କିଂ, ଜବରଦଖଲ ସମସ୍ୟ ସହ ବିଭିନ୍ନ ଦାବିକୁ ନେଇ ଗତ ଗୁରୁବାରଠୁ ଆନ୍ଦୋଳନକୁ ଓହ୍ଲାଇଥିଲା ୟୁନିଟ ୧ ହାଟ ବ୍ୟବସାୟୀ ସଂଘ ।

ଆଉ ପ୍ରାୟ ୬ ଦିନ ଧରି ହାଟ ସମ୍ପୂର୍ଣ୍ଣ ଭାବରେ ବନ୍ଦ ରହିଥିଲା । ଫଳରେ ଏହା ଯୋଗୁଁ ଉଭୟ ଗ୍ରାହକ ଏକ ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଥିଲା। ତେବେ ମଙ୍ଗଳବାର ବିଏମସି ଟିମ୍‌ ହାଟ ପରିଦର୍ଶନ କରି ବ୍ୟବସାୟୀ ସଂଘ ସହ ଆଲୋଚନା କରିଥିଲ। ବିଏମସି ତରଫରୁ ଦାବି ପୂରଣ ନେଇ ପ୍ରତିଶ୍ରୁତି ମିଳିଥିବା ସୂଚନା ଦେଇଛନ୍ତି ସଂଘ ସଭାପତି । ସେହିପରି ମୁଖ୍ୟ ପାର୍କିଂ ସମସ୍ୟାକୁ ସମାଧାନ କରିବାକୁ ୨ରୁ ୪ ଦିନ ସମୟ ନେବା ସହ ସମାଧାନ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନରୁ ଓହରିଛି ସଂଘ।

ଆହୁରି ପଢ଼ନ୍ତୁ: ଭୁବନେଶ୍ବର ୧ ନମ୍ବର ହାଟ ବନ୍ଦ: ପାର୍କିଂ, ଜବରଦଖଲ ଭଳି ସମସ୍ୟାର ସମାଧାନ ପାଇଁ ବ୍ୟବସାୟୀ ସଂଘର ଦାବି

   Related Posts