oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପୋଖରୀରୁ ମିଳିଲା ମହିଳାଙ୍କ ଉଲଗ୍ନ ମୃତଦେହ : ମିଳିନି ପରିଚୟ, ମୃତ୍ୟୁର କାରଣ ଅସ୍ପଷ୍ଟ

23/12/2021 at 10:51 AM

ମୁନିଗୁଡା ୨୩।୧୨: ପୋଖରୀରୁ ମହିଳାଙ୍କ ଉଲଗ୍ନ ମୃତଦେହ ଉଦ୍ଧାର । ରାୟଗଡା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ କୁରୁମାଯୋଡି ଗାଁ ନିକଟ ଏକ ପୋଖରୀରୁ ମହିଳାଙ୍କ ଉଲଗ୍ନ ମୃତଦେହ ଠାବ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଠାବ କରି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ରାୟଗଡା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ କୁରୁମାଯୋଡି ଗାଁ ନିକଟ ଏକ ପୋଖରୀରୁ ଜଣେ ମହିଳାଙ୍କ ଉଲଗ୍ନ ମୃତଦେହ ଉଦ୍ଧାର ହୋଇଛି । ଗାଁର କିଛି ଲୋକ ପୋଖରୀକୁ ଯିବାବେଳେ ପୋଖରୀର ଏକ ବୁଦା ନିକଟରେ ମୃତଦେହଟିକୁ ଦେଖିଥିଲେ । ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ ଗ୍ରାମବାସୀ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ତେବେ ମୃତ ମହିଳାଙ୍କ ପରିଚୟ ମିଳିପାରି ନଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।

   Related Posts