ଗଞ୍ଜାମ ଆସିକା ଥାନା ଅଞ୍ଚଳରେ ଯୁବକଙ୍କ ମୃତଦେହ ଉଦ୍ଧାର ; ହତ୍ୟା ସନ୍ଦେହ
9/11/2018 at 10:03 AM

ଗଞ୍ଜାମ ୯|୧୧: ଜାତୀୟ ରାଜପଥ ୫୯ କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର । ଗଞ୍ଜାମ ଜିଲ୍ଲା ଆସିକା ଥାନା ବାଲିସିରା ଗାଁ ନିକଟରୁ ମୃତଦେହ ଜବତ କରାଯାଇଛି । ଯୁବକଙ୍କ ମୃତଦେହରେ ଅନେକ କ୍ଷତଚିହ୍ନ ଥିବାରୁ ତାଙ୍କୁ ହତ୍ୟାକରି କେହି ସେଠାରେ ଫିଙ୍ଗି ଦିଆଯାଇଥିବା ଅନୁମାନ କରାଯାଉଛି । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ । ସ୍ଥାନୀୟ ପୋଲିସ ଘଟଣାସ୍ଥଳକ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।
Related Posts
ବାଳକ ପେଟରେ ପଶିଗଲା ବର୍ଚ୍ଛା, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
29 January 2023
ଏୟାରଲିଫ୍ଟ ହେଲେ ନବ ଦାସ, ଛାତିରେ ବାଜିଛି ଗୁଳି
29 January 2023