ଜଗତସିଂହପୁର ଧାନବିଲରୁ ଅଜଣା ବ୍ୟକ୍ତିଙ୍କ ଶବ ଉଦ୍ଧାର
29/10/2018 at 12:01 PM

ଜଗତସିଂହପୁର ୨୯/୧୦: ଜଗତସିଂହପୁର ଜିଲ୍ଲା ନାଉଗାଁ ଥାନା ଅନ୍ତର୍ଗତ ଡେରିକି ନିକଟରେ ଧାନ ବିଲରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ମୃତ୍ୟର କାରଣ ଜଣା ପଡି ନାହିଁ । ମୃତ ବ୍ୟକ୍ତି ଜଣକ ସ୍ଥାନୀୟ ଅଞ୍ଚଳର ହୋଇ ନଥିବାରୁ ତାଙ୍କର ସଠିକ ପରିଚୟ ମିଳି ପାରିନାହିଁ । ଖବର ପାଇ ନାଉଗାଁ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ ଚଳାଇଛି ।
Related Posts
ସ୍ତ୍ରୀ ହତ୍ୟାକାରୀ ସ୍ୱାମୀକୁ ଆଜୀବନ କାରାଦଣ୍ଡ ଦେଲେ ଅଦାଲତ
31 January 2023
ଟ୍ୟୁସନ୍ ଶିକ୍ଷକଙ୍କ ମୃତ୍ୟୁ ଖବର ପାଇ ଆତ୍ମହତ୍ୟା କଲେ ଛାତ୍ରୀ
31 January 2023