AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡାରେ କ୍ରାଇମବ୍ରାଞ୍ଚ ତନାଘନା, ଗୁଳିମାଡ଼ ସ୍ଥାନରେ ମେଟାଲ ଡିଟେକ୍ଟର ଯାଞ୍ଚ
  • ||
  • କଟକ: ସବ ରେଜିଷ୍ଟ୍ରାର ଅଫିସରେ ଅଗ୍ନିକାଣ୍ଡ, ରେକର୍ଡ ରୁମ୍‌ରେ ଲାଗିଲା ନିଆଁ
  • ||
  • ଭୁବନେଶ୍ୱର: ଜେଲ୍‌ରେ ପରୀକ୍ଷା ଦେବେ ଅର୍ଚ୍ଚନା, ଅନୁମତି ଦେଇଥିଲେ କୋର୍ଟ
  • ||

ଜଗତସିଂହପୁର ଧାନବିଲରୁ ଅଜଣା ବ୍ୟକ୍ତିଙ୍କ ଶବ ଉଦ୍ଧାର

29/10/2018 at 12:01 PM

ଜଗତସିଂହପୁର ୨୯/୧୦: ଜଗତସିଂହପୁର ଜିଲ୍ଲା ନାଉଗାଁ ଥାନା ଅନ୍ତର୍ଗତ ଡେରିକି ନିକଟରେ ଧାନ ବିଲରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ମୃତ୍ୟର କାରଣ ଜଣା ପଡି ନାହିଁ । ମୃତ ବ୍ୟକ୍ତି ଜଣକ ସ୍ଥାନୀୟ ଅଞ୍ଚଳର ହୋଇ ନଥିବାରୁ ତାଙ୍କର ସଠିକ ପରିଚୟ ମିଳି ପାରିନାହିଁ । ଖବର ପାଇ ନାଉଗାଁ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ ଚଳାଇଛି ।

 

   Related Posts