ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଆତ୍ମହତ୍ୟା ନା ହତ୍ୟା ?

Published By : Prameya-News7 Bureau | March 02, 2024 IST

ଆନନ୍ଦପୁର ୨।୩: କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବେଲବାହାଳି କୁଶେଇ ସେତୁ ନିକଟ ଜଙ୍ଗଲରୁ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି । ଶନିବାର ସକାଳୁ କିଛି ବ୍ୟକ୍ତି ଶୌଚ ହେବକୁ ଯାଇଥିବା ସମୟରେ ମୃତଦେହ ଦେଖି ପୋଲିସକୁ ଖବର କରିବା ପରେ ରାମଚନ୍ଦ୍ରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି ।

{"id":916150,"sizeSlug":"full","linkDestination":"none"}

ତେବେ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ । ସେ ଆତ୍ମହତ୍ୟା କରିଛନ୍ତି ନା କିଏ ତାଙ୍କୁ ହତ୍ୟା କରିଛି ସେ ସମ୍ପର୍କରେ ଅଧିକ ତଦନ୍ତ ଚଳାଇଛି ପୋଲିସ ।

You Can Read :

wp:embed {"url":"https://www.prameyanews7.com/preparatory-meeting-was-held-at-mahavinayak-temple/","type":"wp-embed","providerNameSlug":"prameya-news-7"}
https://www.prameyanews7.com/preparatory-meeting-was-held-at-mahavinayak-temple/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.