Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ମହାନଦୀରେ ଭାସୁଛି ଅଜଣା ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

13/12/2021 at 5:02 PM

ସାଲେପୁର ୧୩।୧୨: ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର । କଟକ ଜିଲ୍ଲା କିଶନନଗର କାଳିକାପୁର ମହାନଦୀରେ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଛି । ସ୍ଥାନୀୟ ଲୋକମାନେ ମୃତଦେହ ଭାସୁଥିବାର ଦେଖି ବାଉଁଶ ଦ୍ବାରା ଅଟକାଇଛନ୍ତି । ଅଟକାଇବା ସହ କିଶନ ନଗର ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି । ମୃତଦେହ କେଉଁଠୁ ଭାସି ଭାସି ଏଠାକୁ ଆସିଲା ତାହା ଜଣାପଡିନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କଲେ ମୃତଦେହର ପ୍ରକୃତ କାରଣ ଜଣାପଡିବ ବୋଲି କୁହାଯାଉଛି ।

   Related Posts