oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

ରେଳ ଧାରଣା କଡରେ ପଡିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

12/10/2020 at 2:14 PM

ମୁନିଗୁଡା ୧୨।୧୦: ରାୟଗଡା ଜିଲ୍ଲା ବିଷମକଟକ ଥାନା ଅନ୍ତର୍ଗତ ଦେଓଗାଁ ରେଳ ଲାଇନ କଡରେ ପଡିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ । ଅଜଣା ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପଡିଛି । ମୃତ ବ୍ୟକ୍ତିଙ୍କ କୌଣସି ପରିଚୟ ମିଳିନାହିଁ । ଟ୍ରେନ୍ ଧକ୍କାରେ ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ଘଟଣା ସ୍ଥଳରେ ରେଳ ବିଭାଗର କୌଣସି ପୋଲିସ ପହଞ୍ଚି ନଥିବା ଜଣାପଡିଛି ।

   Related Posts