ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ଟ୍ରାନ୍ସଫର୍ମର ନିକଟରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, ବିଦ୍ୟୁତ ଆଘାତରେ ମୃତ୍ୟୁ ସନ୍ଦେହ

7/10/2021 at 5:13 PM

ରାଇରଙ୍ଗପୁର ୭।୧୦: ଟ୍ରାନ୍ସଫର୍ମର ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଠାବ ହୋଇଛି। ବହଳଦା ଥାନା ସାନଦୁନ୍ଦୁ ଗ୍ରାମ ବିଲ ନିକଟରେ ଥିବା ଏକ ଟ୍ରାନ୍ସଫର୍ମର ନିକଟରେ ଜଣେ ଯୁବକଙ୍କ ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ତେବେ ବିଜୁଳି ତାର ଚୋରୀ କରିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ଘଟଣାର ତଦନ୍ତ କରୁଛି ପୋଲିସ ।

   Related Posts