ଉପେନ୍ଦ୍ର ତ୍ରିପାଠୀ ହେଲେ ଆଦର୍ଶ ବିଦ୍ୟାଳୟ ସଂଗଠନ ଉପଦେଷ୍ଟା

Published By : Prameya-News7 Bureau | August 02, 2021 IST

ଭୁବନେଶ୍ଵର  ୦୨।୦୮: ଉପେନ୍ଦ୍ର ତ୍ରିପାଠୀ ହେଲେ ଆଦର୍ଶ ବିଦ୍ୟାଳୟ ସଂଗଠନ ଉପଦେଷ୍ଟା। ଏଥିସହ ପରିଚାଳନା କମିଟିର ଅଧ୍ୟକ୍ଷ ଭାବେ ତାଙ୍କୁ ନିଯୁକ୍ତ କରାଯାଇଛି। । ଉପେନ୍ଦ୍ର  ହେଉଛନ୍ତି କର୍ଣ୍ଣାଟକ କ୍ୟାଡରର ଅବସରପ୍ରାପ୍ତ ଆଇଏଏସ। ତାଙ୍କ ନିଯୁକ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଅନୁମୋଦନ ମିଳିଛି।  ଏହି ଦାୟିତ୍ଵ ପରେ ତାଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିବ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.