vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ୟୁକ୍ରେନରେ ଋଷର ଘନଘନ ଆକ୍ରମଣ, ଲୁହାଂସ୍କକୁ କବଜା କଲା ପୁଟିନ ସେନା
  • ||
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

ଭଦ୍ରକରେ ଧୁମ୍‌ଧାମ୍‌ରେ ପାଳିତ ହେଉଛି ‘ଉର୍ସ’ ଉତ୍ସବ

25/09/2018 at 11:38 AM

ଭଦ୍ରକ ୨୫|୯: ଭଦ୍ରକରେ ପାଳିତ ହେଉଛି ଉର୍ସ ଉତ୍ସବ । ବାବା ସୟଦ ନସିମ ଅକତର କାଦ୍ରୀଙ୍କ ଚତୁର୍ଥ ଶ୍ରାଦ୍ଧ ବାର୍ଷିକୀ ଉତ୍ସବ ବେଶ୍ ଧୁମଧାମରେ ପାଳିତ ହୋଇଛି । ଏହି ଉତ୍ସବରେ ଜାତି ଧର୍ମ ନିର୍ବିଶେଷରେ ବିଭିନ୍ନ ପ୍ରାନ୍ତରୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା । ଉର୍ସ ଉତ୍ସବ ପାଇଁ ପୁରୁଣା ବଜାର ଥାନାରେ ଥିବା ବାବାଙ୍କ ପୀଠରେ ଗହଳି ଲାଗିଥିଲା । ସମସ୍ତେ ବାବାଙ୍କ ଉପରେ ଚାଦର ଚଢ଼ାଇଥିଲେ ।

   Related Posts