ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଡବିଲ: ପୁରୁଣା ବସ୍‌ଷ୍ଟାଣ୍ଡରେ ଯୁବକକୁ ଛୁରାମାଡ଼, ଅତର୍କିତ ଆକ୍ରମଣରେ ଆକବର ଗୁରୁତର
  • ||
  • ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଆରକିଟେକ୍ଟ, ଆର୍ଥିକ କାରବାର ନେଇ ହୋଇପାରେ ଜେରା
  • ||

ଆସନ୍ତା ୨୭ରେ ଓଡିଶା ଆସିବେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ

22/12/2019 at 1:20 PM

ଭୁବନେଶ୍ବର ୨୨।୧୨: ଆସନ୍ତା ୨୭ରେ ଓଡିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ବଲାଙ୍ଗିରରେ ଏଲପିଜି ବଟଲିଂ ପ୍ଲାଣ୍ଟର ଲୋକାର୍ପଣ କରିବେ ଉପରାଷ୍ଟ୍ରପତି । ଏହି ଲୋକାର୍ପଣ ଉତ୍ସବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏନେଇ ପ୍ରେସମିଟ୍‌ରେ ବିପିସିଏଲ ପକ୍ଷରୁ ସୂଚନା ଦିଆଯାଇଛି ।

   Related Posts