ଭୁବନେଶ୍ୱର ୨୩।୦୬ : ଓଡ଼ିଶା ଆସିବେ ଉପରାଷ୍ଟ୍ରପତି । ଜୁଲାଇ ୯ ତାରିଖରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ । ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ  କାର୍ଯ୍ୟକ୍ରମରେ ହେବେ ସାମିଲ । ଭୁବନେଶ୍ୱର ଓୟୁଏଟିରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ, କେନ୍ଦ୍ରମନ୍ତ୍ରୀ ଓ ମନ୍ତ୍ରୀ ମଧ୍ୟ ସାମିଲ ହେବାର ସୂଚନା ରହିଛି ।