ଭିଜିଲାନ୍ସ ଜାଲରେ ବନ କର୍ମଚାରୀ, ଗାଁକୁ ଯାଉଥିବାବେଳେ ମାଡିବସିଲା ଅଧିକାରୀ
13/09/2022 at 8:20 AM

ଧର୍ମଗଡ ୧୩/୦୯: ଭିଜିଲାନ୍ସ ପଞ୍ଜାରେ ବନ କର୍ମଚାରୀ । କଳାହାଣ୍ଡି ଭବାନୀପାଟଣାରେ ରାତିଅଧିଆ ଭିଜିଲାନ୍ସ ରେଡ । ସଗଡା ବନବିଭାଗର ଫରେଷ୍ଟର ଯୋଗେନ୍ଦ୍ର ମାଝୀ ୨ ଲକ୍ଷ ନେଇ ନିଜ ଗାଁକୁ ଯାଉଥିଲେ ।
ଭବାନୀପାଟଣା ଇରିଗେଶନ ଛକ ଠାରେ କଳାହାଣ୍ଡି ମାଲନକାନଗିରି ଓ କୋରାପୁଟ ଭିଜିଲାନ୍ସ ଟିମ ଖବର ପାଇ ଏକାକାଳୀନ ଚଢ଼ାଉ କରିଥିଲେ । ଫଳରେ ଫରେଷ୍ଟର ମାଝୀଙ୍କ ଠାରୁ ୨ଲକ୍ଷ ଜବତ କରି ଭବାନୀପାଟଣା ଭିଜିଲାନ୍ସ ଅଫିସୃକୁ ଆଣି ପଚରା ଉଚରା ଜାରି ରଖିଛି l ପୂର୍ବରୁ ମଧ୍ୟ ତାଙ୍କ ନାଁ ରେ ବିଭିନ୍ନ ଅଭିଯୋଗ ଥିବା ସୂଚନା ମିଳିଛି l
Related Posts
କାଳେସୀ ଲାଗି ପାଣିକୁ ଡେଇଁଲେ ବୃଦ୍ଧ, ଚାଲିଗଲା ଜୀବନ
28 January 2023