ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍
6/12/2022 at 11:59 AM

ଖୋର୍ଦ୍ଧା ୦୬/୧୨: ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ ମନୋଜ କୁମାର ଦାସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହୋଇଛି ।
ସରକାରୀ କାର୍ଯ୍ୟାଳୟରେ ସକାଳୁ ଭିଜିଲାନ୍ସ ରେଡ ଚାଲିଛି । ଏକ କାଳୀନ ୭ଟି ସ୍ଥାନରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ । ଖୋର୍ଦ୍ଧାରେ ତାଙ୍କ ସରକାରୀ କାର୍ଯ୍ୟାଳୟରେ ଭିଜିଲାନ୍ସ ଇନ୍ସପେକ୍ଟର ମମିତା ପ୍ରଧାନଙ୍କ ନେତୃତ୍ୱ ରେ ଏକ ଟିମ୍ ସମସ୍ତ ଗୁରୁତ୍ୱପୂର୍ଣ୍ଣ ଫାଇଲ ଏବଂ ଅନ୍ୟାନ୍ୟ ଆସବାବପତ୍ର ଯାଞ୍ଚ କରୁଛି ।
Related Posts
ନବ ଦାସଙ୍କୁ କେମିତି ହତ୍ୟା କରିଥିଲା, ବନ୍ଧୁକ ଧରି ଡେମୋ ଦେଖାଇଲା ଗୋପାଳ
7 February 2023
ଧରାପଡିଲେ ୭ ଡକାୟତ, ଅନେକ ସ୍ଥାନରୁ ଲୁଟି ପୋଲିସ୍କୁ ଦେଉଥିଲେ ଚକ୍ମା
7 February 2023